ରେଳମନ୍ତ୍ରୀଙ୍କ ଶୋକ ପ୍ରକାଶ

0

ନୂଆଦିଲ୍ଲୀ: ବାଲେଶ୍ୱର ବାହାନଗା ନିକଟରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଟୁଇଟ କରି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତାହତଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତମାନଙ୍କ ଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଗୁରୁତର ଆହତଙ୍କୁ ୨ ଲକ୍ଷ ଏବଂ ସାମାନ୍ୟ ଆହାତ ହୋଇଥିବା ଲୋକଙ୍କୁ ୫୦,୦୦୦ ଟଙ୍କା କ୍ଷତି ପୂରଣ ଦିଆଯିବ ବୋଲି ଘୋ‌ଷଣା କରାଯାଇଛି ।


Leave a Reply

Your email address will not be published. Required fields are marked *

error: Content is protected !!
Call Now Button
× How can I help you?