ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ଲାଗି ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମମତା

0

ବାହାନଗା, 3/6: ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକ, ଆହତ ଓ ପୀଡ଼ିତଙ୍କ ଲାଗି ସହାୟତା ରାଶି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ରାଜ୍ୟର ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପଶ୍ଚିମବଙ୍ଗ ସରକାର ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଏହାଛଡ଼ା ପ୍ରତ୍ୟେକ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ଏବଂ ରାଜ୍ୟର ପୀଡ଼ିତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି।


Leave a Reply

Your email address will not be published. Required fields are marked *

error: Content is protected !!
Call Now Button
× How can I help you?