ବାହାନଗା ରେଳ ଦୁର୍ଘଟଣା: ଏସସିବିରେ ଆଉ ଜଣଙ୍କର ମୃତ୍ୟୁ

0

କଟକ: ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବିହାର ବାସିନ୍ଦା ପ୍ରକାଶ ରାମ (୧୭)। ପ୍ରକାଶଙ୍କର ଆସିୟୁରେ ଚିକିତ୍ସା ଚାଲିଥିଲା । ଏନେଇ ସୂଚନା ଦେଇଛନ୍ତି କଟକ ଏସସିବି ମେଡିକାଲର କୁଳ ସଚିବ ଡକ୍ଟର ଅବିନାଶ ରାଉତ। ଏହାକୁ ମିଶାଇ ଏସସିବିରେ ଦୁଇ ମୃତ୍ୟ ହୋଇଛି।

ପୂର୍ବରୁ ବିଜୟ ପାଶଓ୍ବାନ ନାମକ ଜଣେ ଆହତଙ୍କର ଚିକିତ୍ସାଧୀନ ଅଵସ୍ଥାରେ ମୃତ୍ୟୁ ଘଟିଥିଲା। ତାଙ୍କ ଘର ବିହାର ଅଞ୍ଚଳରେ।


Leave a Reply

Your email address will not be published. Required fields are marked *

error: Content is protected !!
Call Now Button
× How can I help you?