ସମ୍ବଲପୁର: ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ବଢୁଛି । ସକାଳ ୬ଟା ସୁଦ୍ଧା ୬୧୧.୦୪ ଫୁଟରେ ପହଂଚିଲା ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର । ଉପରମୁଣ୍ଡରେ ବର୍ଷା ଯୋଗୁଁ ବନ୍ୟାଜଳ ପ୍ରବେଶର ମାତ୍ରା ବଢିଚାଲିଛି। ପ୍ରତି ସେକେଣ୍ଡରେ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ୪୭ ହଜାର ୪୬୮ ଘନଫୁଟ ବନ୍ୟାଜଳ । ୩୯ ହଜାର ୧୩୭ ଘନଫୁଟ ବନ୍ୟାଜଳ ନିଷ୍କାସିତ ହେଉଛି।
Post Views: 56