ଆଜି ମଧ୍ୟ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ପାଇଁ ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର
Post Views: 63