ଆଜି ନୂଆ ଦିଲ୍ଲୀରେ ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ଯକ୍ଷତା(NITI Aayog Governing Council) କରିବେ । ଏହି ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମେତ ୪ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେ ନାହିଁ ।
Post Views: 63